ORV
10. ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର ।
IRVOR
10. ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN