ORV
13. ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
IRVOR
13. ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN