ORV
40. କିନ୍ତୁ ମାର୍ଥା ପରିଚର୍ଯ୍ୟା ବିଷୟରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି, ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କହନ୍ତୁ ।
IRVOR
40. କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN