ORV
29. ଲୋକସମୂହ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକତ୍ରିତ ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି ବର୍ତ୍ତମାନ ପୁରୁଷ ଦୁଷ୍ଟ ଅଟେ; ଏମାନେ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
IRVOR
29. ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN