ORV
48. ଅତଏବ, ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ସମ୍ଵନ୍ଧରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର ସମାଧିସ୍ତମ୍ଭ ନିର୍ମାଣ କରୁଥାଅ ।
IRVOR
48. ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN