ORV
15. ସେଥିରେ ସେ ସେମାନଙ୍କୁ କହିଲେ, ଯେଉଁମାନେ ଆପଣା ଆପଣାକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହିପ୍ରକାର ଲୋକ, କିନ୍ତୁ ଈଶ୍ଵର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ଵରଙ୍କ ଦୃଷ୍ଟିରେ ଘୃଣିତ ।
IRVOR
15. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN