ORV
18. ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ଵାମୀ ଦ୍ଵାରା ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ ।
IRVOR
18. ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN