ORV
22. ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
IRVOR
22. (ମାର୍କ 3:20-30; ଲୂକ 11:14-23) ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN