ORV
7. ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ । ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା ।
IRVOR
7. ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN