ORV
4. ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ ।
IRVOR
4. ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN