ORV
9. ସେତେବେଳେ ଯାକୁବ କହିଲା, ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ଵର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ଵର, ହେ ସଦାପ୍ରଭୋ, ତୁମ୍ଭେ ଆପେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା, ।
IRVOR
9. ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN