ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
10. ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା ।

IRVOR
10. ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 18 Verses, Current Verse 10 of Total Verses 18
1
2 3 4 5 6 7 8 9 10 11 12 13 14 15 16 17 18
  • ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା ।
  • IRVOR

    ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
Total 18 Verses, Current Verse 10 of Total Verses 18
1
2 3 4 5 6 7 8 9 10 11 12 13 14 15 16 17 18
×

Alert

×

oriya Letters Keypad References