ORV
27. ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ ।
IRVOR
27. ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN