ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
17. ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍‍ଗରେ ନିପାତ କରିବେ ।

IRVOR
17. ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 31 Verses, Current Verse 17 of Total Verses 31
  • ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍‍ଗରେ ନିପାତ କରିବେ ।
  • IRVOR

    ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।
Total 31 Verses, Current Verse 17 of Total Verses 31
×

Alert

×

oriya Letters Keypad References