ORV
34. ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
IRVOR
34. ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN