ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ORV
7. ଯେହେତୁ ଯେଉଁ ସ୍ଵର୍ଗର ସଦାପ୍ରଭୁ ପରମେଶ୍ଵର ମୋତେ ପୈତୃକ ଗୃହ ଓ ଜନ୍ମଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ପୁଣି ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ ।

IRVOR
7. ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।





History

No History Found

Total Verses, Current Verse 7 of Total Verses 0
  • ଯେହେତୁ ଯେଉଁ ସ୍ଵର୍ଗର ସଦାପ୍ରଭୁ ପରମେଶ୍ଵର ମୋତେ ପୈତୃକ ଗୃହ ଓ ଜନ୍ମଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ପୁଣି ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ ।
  • IRVOR

    ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
Total Verses, Current Verse 7 of Total Verses 0
×

Alert

×

oriya Letters Keypad References