ORV
35. ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ⇧; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ପରାତ୍ପରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି କୃପାବାନ ଅଟନ୍ତି ।
IRVOR
35. ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN