ORV
20. ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା ଅଧୀନର ପରି ହେଲି ।
IRVOR
20. ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN