ORV
17. ଏହି ଇସ୍ରାଏଲ ଜାତିର ଈଶ୍ଵର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି ପରାକ୍ରମୀ ବାହୁ ଦ୍ଵାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
IRVOR
17. ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN