ORV
10. ପୁଣି, ତାଙ୍କ ସମସ୍ତ କ୍ଳେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ଵରୂପେ ନିଯୁକ୍ତ କଲେ ।
IRVOR
10. ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN