ORV
1. ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ । ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
IRVOR
1. ଶାଉଲ, ସ୍ତିଫାନଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN