ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
ORV
27. କିନ୍ତୁ ବର୍ଣ୍ଣବ୍ବା ତାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦାମାସ୍କସ୍ରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।

IRVOR
27. କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 43 Verses, Current Verse 27 of Total Verses 43
  • କିନ୍ତୁ ବର୍ଣ୍ଣବ୍ବା ତାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦାମାସ୍କସ୍ରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
  • IRVOR

    କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
Total 43 Verses, Current Verse 27 of Total Verses 43
×

Alert

×

oriya Letters Keypad References