ORV
26. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ ।
IRVOR
26. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN