ORV
3. ଯେଣୁ ବିଶ୍ଵାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରୁ, ଯେପରି ସେ କହିଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନାବଧି ତ ସମସ୍ତ କର୍ମ ସମାପ୍ତ ହୋଇଥିଲା;
IRVOR
3. ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN