ORV
2. ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ଵିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା ।
IRVOR
2. ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN