ORV
27. ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ଵାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ଵାର-ସମୂହରେ ଅଗ୍ନି ଜ୍ଵଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ଓ ତାହା ନିର୍ବାଣ ନୋହିବ ।
IRVOR
27. ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN