ORV
19. ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ ।
IRVOR
19. ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN