ORV
16. ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ ।
IRVOR
16. ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN