ORV
18. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ ।
IRVOR
18. ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN