ORV
33. ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ-ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
IRVOR
33. ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN