ORV
11. ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ ।
IRVOR
11. ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN