ORV
2. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
IRVOR
2. “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN