ORV
2. ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ ।
IRVOR
2. ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN