ORV
4. କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ ।
IRVOR
4. କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN