ORV
54. ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୋ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରିଁ ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
IRVOR
54. ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN