ORV
25. ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
IRVOR
25. ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN