ORV
25. କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
IRVOR
25. କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN