ORV
8. ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
IRVOR
8. ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN