ORV
5. ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ସେମାନଙ୍କଠାରୁ ମୁଁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି ଦାମାସ୍କସ୍ରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
IRVOR
5. ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN