ORV
14. ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଆସ୍ଵାଦନ କଲେ ଅଭିଶପ୍ତ ହେବୁ ବୋଲି ଆପଣା ଆପଣାକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ ।
IRVOR
14. ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN