ORV
25. କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
IRVOR
25. କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN