ORV
4. ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ ।
IRVOR
4. ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN