ORV
48. ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ ।
IRVOR
48. ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN