ORV
54. ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ, ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ କୋମଳ ଓ ଅତି ସୁକୁମାର ଲୋକ ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ;
IRVOR
54. ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN