ORV
46. ଅନନ୍ତର ରିବିକା ଇସ୍ହାକଙ୍କୁ କହିଲା, ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯେବେ ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?
IRVOR
46. ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN