ORV
28. ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁଜଗି ରହିବା, ଏହା ସଦାପ୍ରଭୁ କହନ୍ତି ।
IRVOR
28. ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN