ORV
57. ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ।
IRVOR
57. ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” [‡ ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ସେମାନେ ମୃତ ହେବେ] ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN