ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
16. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।

IRVOR
16. ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 30 Verses, Current Verse 16 of Total Verses 30
  • ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।
  • IRVOR

    ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Total 30 Verses, Current Verse 16 of Total Verses 30
×

Alert

×

oriya Letters Keypad References