ORV
32. ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ ।
IRVOR
32. ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN