ORV
4. ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।
IRVOR
4. ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN